ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ … Continue reading ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
Copy and paste this URL into your WordPress site to embed
Copy and paste this code into your site to embed