21.1 C
Bhubaneswar
Sunday, December 7, 2025
Homeଓଡିଶାଏହି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଏହି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ ଆସନ୍ତାକାଲି ପାଇଁ ଓଡ଼ିଶାର ଅଧିକାଂଶ ଜିଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୭ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳକୁ ରେଡ ୱାର୍ନିଂ ଜାରି କରାଯାଇଥିବାବେଳେ ଆଉ ୧୬ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking