32.8 C
Bhubaneswar
Monday, June 15, 2026
Homeଓଡିଶାଏହି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଏହି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ ଆସନ୍ତାକାଲି ପାଇଁ ଓଡ଼ିଶାର ଅଧିକାଂଶ ଜିଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୭ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳକୁ ରେଡ ୱାର୍ନିଂ ଜାରି କରାଯାଇଥିବାବେଳେ ଆଉ ୧୬ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking