ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ

ରାଞ୍ଚି: ଜମି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହେମନ୍ତ ସୋରେନଙ୍କୁ ଗିରଫ କରିବା ନେଇ ଚର୍ଚ୍ଚା ଚାଲିଥିବା ବେଳେ ଝାଡ଼ଖଣ୍ଡ ମନ୍ତ୍ରୀ ତଥା ଜେଏମ୍‌ଏମ୍‌ର ବରିଷ୍ଠ ନେତା ଚମ୍ପାଇ ସୋରେନ୍‌ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ମୁଖ୍ୟମନ୍ତ୍ରୀ ପଦରୁ ହେମନ୍ତ ସୋରେନ୍‌ ଇସ୍ତଫା ପ୍ରଦାନ କରିଛନ୍ତି। ହେମନ୍ତ ସୋରେନ ବୁଧବାର ସନ୍ଧ୍ୟାରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ମୁଖ୍ୟ ସୋରେନ ରାଞ୍ଚିର ରାଜଭବନରେ ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ତାଙ୍କ ଇସ୍ତଫା … Continue reading ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ