30.1 C
Bhubaneswar
Sunday, July 7, 2024
Homeଦେଶ ବିଦେଶମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି : ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ୍ । ଝାଡଖଣ୍ଡର ୧୩ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜଭବନରେ ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ବୁଧବାର ଦିନ ସୋରେନ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଗତକାଲି ରାଜ୍ୟପାଳଙ୍କୁ ଭେଟି ବହୁମତ ପ୍ରମାଣ ଦେଇଥିଲେ । ଜେଏମଏମ ଏହାପରେ କହିଥିଲା କି ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ହେମନ୍ତ ସୋରେନଙ୍କୁ ରାଜ୍ୟରେ ସରକାର ଗଠନ କରିବାକୁ ନିମନ୍ତ୍ରଣ କରିଛନ୍ତି । ହେମନ୍ତ ସୋରେନ ଚଳିତମାସ ୭ ତାରିଖରେ ଶପଥ ନେବେ। ହେଲେ କିଛି ସମୟ ପରେ ଏହି ନିଷ୍ପତ୍ତି ବଦଳିଥିଲା । ଏବେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେବେ ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଚମ୍ପାଇ ସୋରେନ୍ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking