ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି : ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ୍ । ଝାଡଖଣ୍ଡର ୧୩ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜଭବନରେ ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ବୁଧବାର ଦିନ ସୋରେନ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଗତକାଲି ରାଜ୍ୟପାଳଙ୍କୁ ଭେଟି ବହୁମତ … Continue reading ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ