ଭୁବନେଶ୍ୱର: ହାଇଟେକ୍ ମେଡିକାଲରେ ବିସ୍ଫୋରଣ ଘଟଣା । ଗୁରୁତର ୪ ଜଣଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି । ଜଣଙ୍କ ମୃତ୍ୟୁ ନେଇ ସୂଚନା ଦେଲେ ଜୋନ୍ ୨ ଏସିପି । ଶୁକ୍ରବାର ଏସିରେ ଗ୍ୟାସ ଭର୍ତ୍ତି ବେଳେ ବିସ୍ଫୋରଣ ହୋଇଥିଲା ।