ହାଇଟେକ୍ ଟ୍ରାଜେଡି : ଥାନାରେ ଏତଲା ଦେଲେ ଦିଲୀପଙ୍କ ମା 

ଭୁବନେଶ୍ବର: ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା । ଦିଲ୍ଲୀପଙ୍କ ମୃତ୍ୟୁ ପରେ ହସ୍ପିଟାଲ ପରିସରରେ ଦେଖାଦେଇଛି ପ୍ରବଳ ଉତ୍ତେଜନା । ଦିଲ୍ଲୀପଙ୍କୁ ହସ୍ପିଟାଲ କର୍ତ୍ତୃପକ୍ଷ ଜାଣିଶୁଣି ମାରିଦେଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ଏନେଇ ମଞ୍ଚେଶ୍ୱର ଥାନାରେ ଏତଲା ଦେଇଛନ୍ତି ମୃତ ଦିଲ୍ଲୀପ ସାମନ୍ତରାୟଙ୍କ ମାଆ ଅହଲ୍ୟା ସାମନ୍ତରାୟ । ତେବେ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ତୃତୀୟ ମୃତ ବ୍ୟକ୍ତ ଜଣଙ୍କ ହେଉଛନ୍ତି ଦିଲ୍ଲୀପ ସାମନ୍ତରାୟ । ତେବେ … Continue reading ହାଇଟେକ୍ ଟ୍ରାଜେଡି : ଥାନାରେ ଏତଲା ଦେଲେ ଦିଲୀପଙ୍କ ମା