36.1 C
Bhubaneswar
Sunday, May 31, 2026
Homeଓଡିଶାଏକତରଫା ପ୍ରେମରୁ ହିଡେନ୍ କ୍ୟାମେରା

ଏକତରଫା ପ୍ରେମରୁ ହିଡେନ୍ କ୍ୟାମେରା

ଜଗତସିଂହପୁର: ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟ ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ଜଗତସିଂହପୁର ଏସ୍‌ପି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି । ଏ ନେଇ ପ୍ରେସମିଟ୍ କରି ରୋଚକ ତଥ୍ୟ ଦେଇଛନ୍ତି ଏସ୍‌ପି ଅଙ୍କିତ ବର୍ମା । ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟ କାର୍ଯ୍ୟାଳୟର ଜନୈକା ମହିଳା କର୍ମଚାରୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବାପରେ ଏପରି କରିଥିଲା ଅଭିଯୁକ୍ତ । ଅଭିଯୁକ୍ତ ଜୁନିୟର କ୍ଲର୍କ ସଞ୍ଜୟ ଅଧେଖାକୁ ଶନିବାର ତିର୍ତ୍ତୋଲ ପୋଲିସ ଗିରଫ କରିବା ପରେ ଜିଲ୍ଲାପାଳ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଥିଲେ । ପୋଲିସ ଅଭିଯୁକ୍ତ ଠାରୁ ହିଡେନ କ୍ୟାମେରା ସହ ଏକ ମୋବାଇଲ, ପେନ୍‌ ଡ୍ରାଇଭ୍ ଓ ସିସିଟିଭି ହାର୍ଡ ଡିସ୍କ ଜବତ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking