15.1 C
Bhubaneswar
Saturday, December 6, 2025
Homeଓଡିଶାପୁଣି ଶ୍ରୀମନ୍ଦିରରେ ହିଡେନ କ୍ୟାମେରା

ପୁଣି ଶ୍ରୀମନ୍ଦିରରେ ହିଡେନ କ୍ୟାମେରା

ପୁରୀ: ପୁଣି ଶ୍ରୀମନ୍ଦିରରୁ ଧରାହେଲା  ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରା ପଡିଲା ହିଡେନ କ୍ୟାମେରା । ଚଷମାରେ ହିଡେନ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ । ପଶ୍ଚିମବଙ୍ଗର ଜଣେ ଭକ୍ତକୁ ଧରିଲା ସିଂହଦ୍ୱାର ଥାନା ପୋଲିସ ।  ଯୁବକଙ୍କୁ ଅଟକ ରଖିବା ସହ ମୋବାଇଲ ଜବତ କରି ଯାଞ୍ଚ କରୁଛି ପୋଲିସ ।  କାଲି ଗୁଜୁରାଟର ଜଣେ ବ୍ୟକ୍ତି ମଧ୍ୟ ଅନୁରୁପ କାଯ୍ୟ ପାଇଁ ଧରାପଡିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking