31.1 C
Bhubaneswar
Saturday, September 14, 2024
Homeଓଡିଶାଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ । ମାନ୍ୟବର ଓଡ଼ିଶା ହାଇକୋର୍ଟ ଏହି ନୋଟିସ କରିଛନ୍ତି । ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ମାମଲାରେ ହାଇକୋର୍ଟ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ କରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ଏହି ନୋଟିସ ଜାରି କରାଯାଇଛି । ସ୍ୱାଧୀନ ପ୍ରାର୍ଥୀ ସୁବାସ ମହାପାତ୍ର କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ତ୍ରୁଟିପୂର୍ଣ୍ଣ ନାମାଙ୍କନ ଦାଖଲ ଓ ଅଫିସ ଅଫ୍ ପ୍ରଫିସ ଅଭିଯୋଗ ଆଣିଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking