33.1 C
Bhubaneswar
Tuesday, May 5, 2026
Homeଓଡିଶାସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

ଭୁବନେଶ୍ୱର: ସାହିତ୍ୟ ଏକାଡେମୀ ସଭାପତି ଓ ଉପସଭାପତି ନିଯୁକ୍ତି ମାମଲା ।  ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ ।  ସାଧାରଣ ପରିଷଦ ଗଠନ ମାମଲାରେ ଜବାବ ତଲବ ହୋଇଛି । ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।  ଅକ୍ଟୋବର ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking