କଟକ: କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ । ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟ କଟକଣା ଲଗାଇଛନ୍ତି । ଇଲେକ୍ଟ୍ରି ଗେଟ ନିର୍ମାଣ ଉପରେ ବି କଟକଣା ଜାରି କରିଛନ୍ତି । ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ ନିର୍ମାଣ ଅନୁମତି କହିଲେ । ୬୫ ଡେସିବଲ ସାଉଣ୍ଡ ମଧ୍ୟରେ ଡିଜେ ବଜାଇବା ପାଇଁ ଅନୁମତି ଦିଆଯାଇଛି ।










