28.1 C
Bhubaneswar
Wednesday, February 4, 2026
Homeଓଡିଶାସ୍କୁଟି ଉପରେ ମାଡ଼ିଗଲା ହାଇଓ୍ୱା: ୨ ମୃତ

ସ୍କୁଟି ଉପରେ ମାଡ଼ିଗଲା ହାଇଓ୍ୱା: ୨ ମୃତ

ବରଗଡ଼: ବରଗଡ଼ରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖବର ସାମ୍ନାକୁ ଆସିଛିଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଶିଶୁ ଆହତ ହୋଇଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ମୃତାହତଙ୍କ ପରିଚୟ ମିଳିପାରି ନାହିଁ। ସୂଚନା ଅନୁସାରେ, ବରଗଡ଼ ସହର ଗୁରୁଦ୍ୱାର ଛକରେ ରବିବାର ଅପରାହ୍ନରେ ଏକ ସ୍କୁଟିରେ ଯାଉଥିବା ସମୟରେ ଅନ୍ୟ ଏକ ହାଇଓ୍ବା ଗାଡି ତାଙ୍କ ଉପରେ ମାଡ଼ି ଯାଇଥିଲା। ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣସ୍ଵହଲରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking