ବିଜେଡି ଛାଡିଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ

ଭୁବନେଶ୍ବର: ବିଜେଡି ଛାଡିଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ଗତକାଲି (ସୋମବାର) ବିଳମ୍ବିତ ରାତିରେ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି । ଦଳ ସୀମାରାଣୀଙ୍କ ଟିକଟ କାଟି ଦେଇଥିବାରୁ ସେ ଅସନ୍ତୋଷ ହୋଇ ଇସ୍ତଫା ଦେଇଥିବା କୁହାଯାଉଛି । ବିଜେଡି ଛାଡିବା ପରେ ଆଜି ସେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି । … Continue reading ବିଜେଡି ଛାଡିଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ