27.1 C
Bhubaneswar
Thursday, April 25, 2024
HomeUncategorizedହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୨ଟି ଗେଟ

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୨ଟି ଗେଟ

ଭୁବନେଶ୍ଵର: ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ 2ଟି ଗେଟ । ଏହାକୁ ମିଶାଇ ସର୍ବମୋଟ ୨୦ ଟି ଗେଟ ଖୋଲିଛି । ଏହା ମଧ୍ୟକୁ ସେକେଣ୍ଡ ପିଛା ୨ ଲକ୍ଷ ୮୯ ହଜାରରୁ ଅଧିକଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ପାଖାପାଖି ସେକେଣ୍ଡ ପିଛା ୩ଲକ୍ଷ ୨୨ ହଜାର ଘନଫୁଟ ଜଳ ନିଷ୍କାସିତ ହେଉଛି।  ତେବେ ମହାନଦୀର ଉପରମୁଣ୍ଡରେ ପ୍ରବଳବର୍ଷା ଯୋଗୁଁ ଡ୍ୟାମ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking