40.1 C
Bhubaneswar
Thursday, April 25, 2024
Homeଓଡିଶା୧୧ରେ ଖୋଲିବ ହୀରାକୁଦ ଗେଟ୍

୧୧ରେ ଖୋଲିବ ହୀରାକୁଦ ଗେଟ୍

ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ଦିନ ୧୧ଟାରେ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ହେବ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ବନ୍ୟାଜଳ ନିଷ୍କାସନ ଦ୍ୱାରା ମହାନଦୀ ଓ ଶାଖା ନଦୀର ଜଳସ୍ତର ବଢିବ । ତେଣୁ ନଦୀକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ନେଇ ସତର୍କ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking