27.1 C
Bhubaneswar
Wednesday, February 4, 2026
Homeଓଡିଶାକାଲି ଖୋଲିବ ହୀରାକୁଦ ଗେଟ୍

କାଲି ଖୋଲିବ ହୀରାକୁଦ ଗେଟ୍

ସମ୍ବଲପୁର: ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍। ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି। ଏନେଇ ସୂଚନା ଦେଲେ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳଭଣ୍ଡାର ଫୁଲୁଥିବା ସୂଚନା ମିଳିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking