27.1 C
Bhubaneswar
Thursday, June 27, 2024
Homeଓଡିଶାହୀରାକୁଦରେ ୨୪ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ

ହୀରାକୁଦରେ ୨୪ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ବର୍ଷା କାରଣରୁ ନାହିଁ ନଥିବା ପରସ୍ଥିତି ସୃଷ୍ଟି ହୋଇଛି । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୩୯ ଫୁଟ ରହିଛି । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୨୪ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଜଳଭଣ୍ଡାର ଭିତରକୁ ୪ ଲକ୍ଷ ୩୫ ହଜାର ୭୮୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୨୩ ହଜାର ୮୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ସେହିପରି ଉପର ମୁଣ୍ଡରେ ବର୍ଷା କାରଣରୁ ଅଧିକ ଗେଟ ଖୋଲା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking