24.1 C
Bhubaneswar
Monday, April 6, 2026
Homeଓଡିଶା୬ରେ ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି

୬ରେ ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ବର : ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ତାରିଖ ଓଡ଼ିଶାରେ ରହିଛି ବିଭିନ୍ନ କାର୍ୟ୍ୟକ୍ରମ। ଏହି ସବୁ କାର୍ୟ୍ୟକ୍ରମରେ ସାମିଲ ହେବା ସହ ରଥଯାତ୍ରାରେ ମଧ୍ୟ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗତ ମାର୍ଚ୍ଚରେ ରାଷ୍ଟ୍ରପତି ବ୍ରହ୍ମପୁର ଗସ୍ତ କରିଥିଲେ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୩୫ ଛାତ୍ରଛାତ୍ରୀଙ୍କୁ ଗୋଲ୍ଡ ମେଡାଲ ପ୍ରଦାନ ସହ ୪୩ ଛାତ୍ରଛାତ୍ରୀଙ୍କୁ ଡିଲିଟ୍ ଉପାଧି ପ୍ରଦାନ କରିଥିଲେ ରାଷ୍ଟ୍ରପତି। ସମାବର୍ତ୍ତନ ଉତ୍ସବରେ ଉପସ୍ଥିତ ଛାତ୍ରଛ।ତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଥିଲେ ରାଷ୍ଟ୍ରପତି। ସେଠାରୁ କଟକ ଯାଇ ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟର ସ୍ଵର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥିଲେ। ଜାଣନ୍ତୁ ରାଷ୍ଟ୍ରପତି ପୂରା ଗସ୍ତ କାର୍ଯ୍ୟସୂଚୀ: ୬ ତାରିଖ ସନ୍ଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ,୬ ତାରିଖ ସନ୍ଧ୍ୟାରେ ଉକ୍ରଳମଣିଙ୍କ ୯୭ତମ ଶ୍ରାଦ୍ଧବାର୍ଷିକୀ ଯୋଗଦେବେ, ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking