25.1 C
Bhubaneswar
Tuesday, March 24, 2026
Homeଓଡିଶାଆଜିଠୁ ହକି ଇଣ୍ଡିଆ ଲିଗ

ଆଜିଠୁ ହକି ଇଣ୍ଡିଆ ଲିଗ

ରାଉରକେଲା:  ଆଜିଠାରୁ ହିରୋ ହକି ଇଣ୍ଡିଆ ଲିଗ୍‌ର ବହୁ ପ୍ରତିକ୍ଷୀତ ଐତିହାସିକ ପ୍ରତ୍ୟାବର୍ତ୍ତନ ଘଟିବାକୁ ଯାଉଛି। ବିଶ୍ବର ସର୍ବବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହେବ ଏହି ଲିଗ୍‌। ଟିମ୍ ଗୋନାସିକ ଓ ଦିଲ୍ଲୀ ଏସ୍‌ଜି ପାଇପର୍ସ‌୍ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍ ଖେଳାଯିବ। ଆଜିଠୁ ଫେବୃଆରୀ ୧ ଯାଏଁ ଚାଲିବ ଟୁର୍ଣାମେଣ୍ଟ । ଟାଇଟେଲ ପାଇଁ  ୮ଟି ଟିମ ମଧ୍ୟରେ ଲଢେଇ ହେବ । ଏଥର କେବଳ ପୁରୁଷ ନୁହେଁ, ବରଂ ପ୍ରଥମଥର ପାଇଁ ମହିଳା ଲିଗ୍ ମଧ୍ୟ ଆୟୋଜନ କରାଯାଉଛି। ପୁରୁଷ ଲିଗ୍ ରାଉରକେଲାରେ ଖେଳାଯିବାକୁ ଥିବାବେଳେ ରାଞ୍ଚିରେ ମହିଳା ଲିଗ୍ ଖେଳାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking