28.1 C
Bhubaneswar
Tuesday, May 21, 2024
Homeଖେଳହକି ବିଶ୍ୱକପ୍‌ ୨୦୨୩: ଦକ୍ଷିଣ ଆଫ୍ରିକାକୁ ୯-୨ ଗୋଲରେ ହରାଇଲା ଅଷ୍ଟ୍ରେଲିଆ

ହକି ବିଶ୍ୱକପ୍‌ ୨୦୨୩: ଦକ୍ଷିଣ ଆଫ୍ରିକାକୁ ୯-୨ ଗୋଲରେ ହରାଇଲା ଅଷ୍ଟ୍ରେଲିଆ

ଭୁବନେଶ୍ବର: ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯାଉଥିବା ପୁରୁଷ ହକି ବିଶ୍ୱକପର ଆଜିର ମ୍ୟାଚ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଅଷ୍ଟ୍ରେଲିଆ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଗୋଲ ବର୍ଷା କରିଥିଲା। ଦକ୍ଷିଣ ଆଫ୍ରିକା ମାତ୍ର  ୨ଟିଗୋଲ ଦେବାକୁ ସକ୍ଷମ ହୋଇଥିବା ବେଳେ ଅଷ୍ଟ୍ରେଲିଆ ୯ଟି ଗୋଲ ଦେଇଥିଲା। ଫଳରେ ଷ୍ଟ୍ରେଲିଆ ୯ -୨ ରେ  ଦକ୍ଷିଣ ଆଫ୍ରିକା ଠାରୁ ଏହି ମ୍ୟାଚ ଜିତିନେଇଛି।

ଓଡ଼ିଶାରେ ଆୟୋଜିତ ରୋଜଗାର ମେଳାରେ ନିଯୁକ୍ତିପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking