37.1 C
Bhubaneswar
Thursday, March 28, 2024
Homeପୁରୁଷ ହକି ବିଶ୍ୱକପ୍ହକି ବିଶ୍ୱକପ୍‌ : ନ୍ୟୁଜିଲାଣ୍ଡକୁ ହରାଇ ସେମିରେ ବେଲଜିୟମ୍‌

ହକି ବିଶ୍ୱକପ୍‌ : ନ୍ୟୁଜିଲାଣ୍ଡକୁ ହରାଇ ସେମିରେ ବେଲଜିୟମ୍‌

ଭୁବନେଶ୍ୱର: ପୁରୁଷ ହକି ବିଶ୍ୱକପ୍‌-୨୦୨୩ର ବେଲଜିୟମ ୨ୟ ଦଳ ଭାବେ ସେମି ଫାଇନାଲ୍‌ରେ ପ୍ରବେଶ କରିଛି । ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ବେଲଜିୟମ ୨-୦ ଗୋଲ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୨ୟ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି । ବେଲଜିୟମ୍ ଆସନ୍ତା ୨୭ ତାରିଖରେ ସେମିଫାଇନାଲ ମ୍ୟାଚ୍ ଖେଳିବ । ଏହି ଟିମ୍ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି ରାତି ୭ଟାରେ ନେଦରଲ୍ୟାଣ୍ଡସ ଓ କୋରିଆ ମଧ୍ୟରେ ଆୟୋଜିତ ହେବାକୁ ଥିବା ୪ର୍ଥ କ୍ୱାର୍ଟରଫାଇନାଲର ବିଜୟୀ ଦଳକୁ ଭେଟିବ । ଏହା ପୂର୍ବରୁ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ସ୍ପେନକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି ।

ନ୍ୟୁଜିଲାଣ୍ଡକୁ ୯୦ ରନରେ ହରାଇଲା ଭାରତ, ୩-୦ରେ ସିରିଜ୍ ବିଜୟୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking