ନବରଙ୍ଗପୁରରେ ୨୦ରୁ ସ୍କୁଲ, କଲେଜ ଛୁଟି ଘୋଷଣା
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲପାଳ ନିଷ୍ପତ୍ତି ନେଇଛନ୍ତି । ଅଙ୍ଗନୱାଡି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ବନ୍ଦ ରଖିବାକୁ ଜିଲ୍ଲାପାଳ ଘୋଷଣା କରିଛନ୍ତି । କିନ୍ତୁ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବୌଦ୍ଧରେ ଆଜିଠୁ … Continue reading ନବରଙ୍ଗପୁରରେ ୨୦ରୁ ସ୍କୁଲ, କଲେଜ ଛୁଟି ଘୋଷଣା
Copy and paste this URL into your WordPress site to embed
Copy and paste this code into your site to embed