ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର

ପୁରୀ: ଶ୍ରୀମନ୍ଦିର ସେବାୟତ ପରିବାରକୁ ମିଳିବ ଘର । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପ୍ରଥମ ପର୍ଯ୍ୟାୟରେ ୪ଶହ ସେବାୟତ ପରିବାରକୁ ଘର ମିଳିବ । ୮ ଏକର ଜମିରେ ବ୍ୟବସ୍ଥା ହେବ । ପରିବାର ପିଛା ୬ ଶହ ବର୍ଗଫୁଟ ମିଳିବ । ଏଥିପାଇଁ ସେବାୟତଙ୍କଠାରୁ ଆବେଦନ ପତ୍ର ଆହ୍ୱାନ କରାଯିବ । ଆବେଦନ ପତ୍ର ବିଚାରକୁ ନିଆଯାଇ ଘର ପାଇଁ ପ୍ଲଟ ଦିଆଯିବ । ଘର କରିବା ପାଇଁ … Continue reading ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର