24.1 C
Bhubaneswar
Friday, February 13, 2026
Homeଓଡିଶାକାର୍ଯ୍ୟବନ୍ଦ ଆନ୍ଦୋଳନ ନେଇ ହାଉସ୍ ସର୍ଜନଙ୍କ ଚେତାବନୀ

କାର୍ଯ୍ୟବନ୍ଦ ଆନ୍ଦୋଳନ ନେଇ ହାଉସ୍ ସର୍ଜନଙ୍କ ଚେତାବନୀ

କଟକ : ହାଉସ୍ ସର୍ଜନ୍ ସଂଘ ଓ ନର୍ସ ସଂଘ ବିବାଦ ସମାଧାନ ହୋଇନି। ଏଥିଲାଗି ଅଗଷ୍ଟ ୧ ପରେ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇପାରେ। ଏନେଇ ପ୍ରେସ ରିଲିଜ୍ ଜାରି କରି ଜଣାଇଛି ଏସସିବି ହାଉସ୍ ସର୍ଜନ୍ ସଂଘ। ମିଳିଥିବା ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହି ଆନ୍ଦୋଳନକୁ ବୁର୍ଲା ମେଡିକାଲ କଲେଜ ହାଉସ୍ ସର୍ଜନ୍ ସଂଘ ମଧ୍ୟ ସମର୍ଥନ ଜଣାଇବେ। ଗତ ୧୮ ତାରିଖରେ ରାତିରେ ଉଚ୍ଚସ୍ତରୀୟ ବୈଠକ ପରେ ଆନ୍ଦୋଳନକୁ ବନ୍ଦ କରାଯାଇଥିଲା।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking