ହ୍ୟୁମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ
-କାମ କରୁନି ଏକାଧିକ ଅଙ୍ଗପ୍ରତ୍ୟଙ୍ଗ -ହାଇ ଭେଣ୍ଟିଲେଟର ସପୋର୍ଟରେ ଚାଲିଛି ଚିକିତ୍ସା -ସହାୟତା କରିବାକୁ ସରକାରଙ୍କୁ ମା’ଙ୍କ ନିବେଦନ -ଆବଶ୍ୟକ ହେଲେ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଓଲିଉଡ୍ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସଙ୍କଟାପନ୍ନ ରହିଛି। ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ଚିନ୍ତା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏମ୍ସର ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହ୍ୟୁମାନ ସାଗର ଓଡ଼ିଶାର ଜଣେ … Continue reading ହ୍ୟୁମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ
Copy and paste this URL into your WordPress site to embed
Copy and paste this code into your site to embed