28.1 C
Bhubaneswar
Sunday, April 28, 2024
Homeଓଡିଶା୬ ସୁଦ୍ଧା ଘୂର୍ଣ୍ଣିବଳୟ !

୬ ସୁଦ୍ଧା ଘୂର୍ଣ୍ଣିବଳୟ !

ଭୁବନେଶ୍ୱର: ବଙ୍ଗୋପସାଗରରେ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ହୋଇପାରେ ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା ଜାରି । ତେବେ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନାହି ତାହା ଏବେ ଯାଏଁ ସ୍ପଷ୍ଟ ହୋଇପାରିନାହିଁ ।

 ଏସ୍‌ସିଓ ମାଧ୍ୟମରେ ବଦଳିବ ଭାରତ-ପାକିସ୍ଥାନ ସର୍ମ୍ପକ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking