28.3 C
Bhubaneswar
Friday, April 25, 2025
Homeଓଡିଶାଡ଼. ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ବାର୍ଷିକୀ; ସ୍ମୃତି ଚାରଣ କଲେ ମୁଖ୍ୟମନ୍ତ୍ରୀ

ଡ଼. ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ବାର୍ଷିକୀ; ସ୍ମୃତି ଚାରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଆଧୁନିକ ଓଡ଼ିଶା ନିର୍ମାଣ ସହ ଓଡ଼ିଆ ସାହିତ୍ୟର ଉନ୍ନତିରେ ତାଙ୍କ ଅତୁଳନୀୟ ଅବଦାନ ବିଷୟରେ ସେ ସ୍ମୃତିଚାରଣ କରିଛନ୍ତି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking