16.1 C
Bhubaneswar
Tuesday, December 9, 2025
Homeଓଡିଶାସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ

ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ

ଭୁବନେଶ୍ୱର: ରାଜଧାନୀରେ ସମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା । ମଞ୍ଚେଶ୍ୱର ଧିରୁକୁଟି ସାହିରେ ବଧୂ ହତ୍ୟା ଅଭିଯୋଗ ହୋଇଥିବା ନେଇ ସୂଚନା ମିଳିଛି । ଘର ଭିତରୁ ନବ ବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଯୌତୁକ ଦାବିରେ ହତ୍ୟା କରାଯାଇଥିବା ବାପାଘର ପକ୍ଷରୁ ଏତଲା ଦେଇଥିଲେ । ମଞ୍ଚେଶ୍ୱର ଥାନାରେ ଲିଖିତ ଅଭିଯୋଗ ପରେ ମହିଳାଙ୍କ ସ୍ୱାମୀଙ୍କୁ ଗିରଫ କରିଛି ପୋଲିସ । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking