ଉଦଳା: ସ୍ତ୍ରୀକୁ ପିଟିପିଟି ହତ୍ୟାକଲା ସୌତାନ ସ୍ୱାମୀ । ଉଦଳା ଥାନା କୁଟିଲିଙ୍ଗ ବନ୍ଧାସାହି ଗାଁରେ ହତ୍ୟାକାଣ୍ଡ । ପାରିବାରିକ କଳହରୁ ସ୍ତ୍ରୀକୁ ଚୁଲିଫୁଙ୍କାରେ ପିଟି ମାରିଲା । ଅଭିଯୁକ୍ତ ସ୍ୱାମୀକୁ ଗିରଫ କରି ପୋଲିସର ପଚରାଉଚରା । ଘଟଣା ପରେ ଗ୍ରାମାଞ୍ଚଳରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।










