28.9 C
Bhubaneswar
Tuesday, June 30, 2026
Homeଓଡିଶାସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ବାମୀ

ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ବାମୀ

କେନ୍ଦୁଝର: କାନ୍ଦୁଝରରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲା ସ୍ବାମୀ। ବଡ଼ବିଲ ଥାନା ଅଞ୍ଚଳ ଏକ ଖଣି କମ୍ପାନୀ କଲୋନୀରେ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହକୁ ନେଇ ସ୍ତ୍ରୀକୁ ହତ୍ୟା କରିଥିବା ସୂଚନା ମିଳିଛି। ଅଭିଯୁକ୍ତ ସ୍ବାମୀକୁ ଥାନାରେ ଅଟକ ରଖି ପୋଲିସର ତଦନ୍ତ ଜାରି ରଖିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking