29.4 C
Bhubaneswar
Thursday, April 18, 2024
Homeଅପରାଧସ୍ତ୍ରୀ ନେଲା ସ୍ୱାମୀର ଜୀବନ

ସ୍ତ୍ରୀ ନେଲା ସ୍ୱାମୀର ଜୀବନ

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା ଭସ୍ମା ଥାନା ଅନ୍ତର୍ଗତ କୁଲାବିରା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ୱାମୀଙ୍କୁ ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ।
ସୂଚନା ଅନୁଯାୟୀ,, ସୁନ୍ଦରଗଡ ଭସ୍ମା ଥାନା କୁଲାବିରା ଗାଁରେ ସ୍ୱାମୀଙ୍କୁ ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ଜଣଙ୍କ ପ୍ରଦୀପ ମୁଣ୍ଡା । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ସ୍ତ୍ରୀ ଫେରାର ହୋଇଯାଇଛନ୍ତି । ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଭସ୍ମା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।
https://onakhabar.com/2019/11/30/women-died-in-well/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking