29.1 C
Bhubaneswar
Monday, May 6, 2024
Homeଅପରାଧସ୍ୱାମୀର ମରଣାନ୍ତ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ଅଭିଯୋଗ

ସ୍ୱାମୀର ମରଣାନ୍ତ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ଅଭିଯୋଗ

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ପୋଡାଡ଼ିହି ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଥିବା  ଜଣାପଡ଼ିଛି। ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି। ଘରୋଇ କଳିରୁ ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖାଯିବା ସହ ଘଟଣାରେ ବ୍ୟବହୃତ ଟାଙ୍ଗିଆ ମଧ୍ୟ ଜବତ ହୋଇଥିବା ନେଇ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking