31.1 C
Bhubaneswar
Monday, May 4, 2026
Homeଦେଶ ବିଦେଶସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛିଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣାଟି ସୈଫନିର ରାୟପୁରର ମାଜରା ଗାଁରେ ଘଟିଛି। ସ୍ୱାମୀ ରାମବୀର ତାଙ୍କ ସ୍ତ୍ରୀ ଶୀଳାଙ୍କ ମୁଣ୍ଡରେ ଗୁଳି ଚଳାଇ ତାଙ୍କୁ ହତ୍ୟା କରିଛନ୍ତି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ, ଜଣେ ବ୍ୟକ୍ତି ଛାତ ଉପରେ ଚଢ଼ି ହଙ୍ଗାମା କରିବା ଆରମ୍ଭ କରିଥିଲେ। ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛିଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ସହ ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking