ବିଶିଷ୍ଟ ସାହିତ୍ୟିକ ହୁସେନ ରବିଗାନ୍ଧୀଙ୍କ ପରଲୋକ

ଭୁବନେଶ୍ୱର: ବଶିଷ୍ଟ ସାହିତ୍ୟିକ ହୁସେନ ରବି ଗାନ୍ଧିଙ୍କ ପରଲୋକ। ଏସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ​‌ ୭୫ ବର୍ଷ ହୋଇଥିଲା। ହୁସେନ ଓଡିଶା ସାହିତ୍ୟ ଏକାଡେମୀର ସଭାପତି ଥିଲେ। ‘ଉତ୍କଳ ପ୍ରସଙ୍ଗ’ର ଥିଲେ ସମ୍ପାଦକ। ସାହିତ୍ୟ କ୍ଷେତ୍ରରେ ସେ ଏକାଧିକ ପୁସ୍ତକ ଲେଖିଥିଲେ। ହୁସେନ ରବି ଗାନ୍ଧୀ ଓଡ଼ିଆ ଲେଖକ ଏବଂ ଓଡ଼ିଶାର ଜଣେ ରାଜନେତା ଅଟନ୍ତି । ୧୯୮୫ ରେ ସେ ପ୍ରତ୍ୟକ୍ଷ ରାଜନୀତିରେ ଯୋଗ ଦେଇଥିଲେ। ‘ଜାଗ୍ରତ ଓଡିଶା’ର … Continue reading ବିଶିଷ୍ଟ ସାହିତ୍ୟିକ ହୁସେନ ରବିଗାନ୍ଧୀଙ୍କ ପରଲୋକ