26.1 C
Bhubaneswar
Tuesday, September 17, 2024
Homeଓଡିଶା୪୮ ଘଣ୍ଟା ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା

୪୮ ଘଣ୍ଟା ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏଥିପାଇଁ ରାଜ୍ୟରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ମଙ୍ଗଳବାର ଅନେକ ସ୍ଥାନରେ ବର୍ଷାର ପ୍ରକୋପ ବଢ଼଼ିବାକୁ ଥିବା ବେଳେ ପରବର୍ତ୍ତୀ ଦୁଇ ଦିନ ଅର୍ଥାତ ବୁଧବାର ଓ ଗୁରୁବାର ବର୍ଷାର ପ୍ରକୋପ ସବୁଠୁ ଅଧିକ ରହିବ। ଏହି ଦୁଇ ଦିନ ବର୍ଷାର ପରିମାଣ ଅନେକ ସ୍ଥାନରେ ୭-୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୩ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking