ରାଜ୍ୟ କ୍ୟାବିନେଟ୍‌ରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର: ରାଜ୍ୟ ସରକାର ‘ସ୍ୱଚ୍ଛ ଓଡ଼ିଶା’ ଭଳି ଏକ ନୂତନ ରାଜ୍ୟ ଯୋଜନା ଘୋଷଣା କରିଛନ୍ତି ଓ ଏଥିରେ ପାଞ୍ଚ ବର୍ଷରେ ଅର୍ଥାତ୍ ୨୦୨୫-୨୬ ରୁ ୨୦୨୯-୩୦ ଅବଧି ମଧ୍ୟରେ ୧୬୦୦ କୋଟି ଟଙ୍କାର ଅନୁମୋଦନ ହୋଇଛି। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ୨୮ତମ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଦଶ ବିଭାଗରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ସପ୍ତଦଶ ବିଧାନସଭା … Continue reading ରାଜ୍ୟ କ୍ୟାବିନେଟ୍‌ରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର