27.1 C
Bhubaneswar
Sunday, September 8, 2024
Homeଓଡିଶାପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ୱାଗତ କରୁଛି: ମୁଖ୍ୟମନ୍ତ୍ରୀ

ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ୱାଗତ କରୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ୱାଗତ କରୁଛି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ବହୁ ବର୍ଷ ହେଲା ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି । ସେ ଦଳର ଜଣେ ସଦସ୍ୟ ଭାବେ ତାହା ଜାରି ରଖିବେ । ମୁଁ ଏଥିପାଥଁ ତାଙ୍କୁ ଶୁଭେଚ୍ଛା ଜଣାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking