28.1 C
Bhubaneswar
Wednesday, April 1, 2026
Homeଓଡିଶାଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ୍ ଖାରଜ

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ୍ ଖାରଜ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ । ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking