ଆଇସିଏମଆର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍

ନୂଆଦିଲ୍ଲୀ: ସାଧାରଣତଃ ବ୍ୟାକ୍ଟେରିଆ ଜନିତ ସଂକ୍ରମଣ ରୋକିବା ପାଇଁ ବ୍ୟବହାର ହେଉଥିବା ଆଣ୍ଟିବାୟୋଟିକ୍‌ ଔଷଧ ସେବନକୁ ନେଇ ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ଗାଇଡ୍‌ଲାଇନ ଆଣିଛି । ସାମାନ୍ୟ ଜ୍ୱର କିମ୍ବା ଭାଇରାଲ ବ୍ରୋଙ୍କାଇଟିସ୍‌ ଭଳି ଅସୁସ୍ଥତାବେଳେ ଆଣ୍ଟିବାୟୋଟିକ୍‌ଠାରୁ ଦୂରେଇ ରହିବା ପାଇଁ ଏଥିରେ ପରାମର୍ଶ ଦିଆଯାଇଛି । ସେହିପରି ଚର୍ମ ଏବଂ ସଫ୍ଟ ଟିସ୍ୟୁ ସଂକ୍ରମଣ ରୋକିବା ପାଇଁ ଡାକ୍ତର ୫ ଦିନ ପାଇଁ ଆଣ୍ଟିବାୟୋଟିକ୍‌ ଲେଖିବାକୁ ଗାଇଡଲାଇନରେ ରହିଛି । ସେହିପରି … Continue reading ଆଇସିଏମଆର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍