ମାଲକାନଗିରି: ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୨ ଜଣ ଯବାନ ଗୁରୁତର ଅଛନ୍ତି । ଗୁଳି ବିନିମୟ ବେଳେ କିଛି ମାଓବାଦୀ ଆହତ ହୋଇଥିବା ସୂଚନା ମିଳିଛି । ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ସର୍ଚ୍ଚ ଅପରେସନ ଜାରି ରହିଛି ।