16.1 C
Bhubaneswar
Sunday, December 7, 2025
Homeଓଡିଶାଆଇଇଡି ବିସ୍ଫୋରଣ: ଯବାନ ଗୁରୁତର

ଆଇଇଡି ବିସ୍ଫୋରଣ: ଯବାନ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ କେବଲାଙ୍ଗ ବାଙ୍କୋ ନିକଟରେ ଆଇଇଡି ବିସ୍ଫୋରଣ । ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ ହୋଇଛି । ଏଥିରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ସିଆରପିଏଫ୍ ଯବାନଙ୍କୁ ଏଆରଲିଫ୍ଟ କରିବା ପାଇଁ ବ୍ୟବସ୍ଥା କରାଯାଉଛି । ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ଓ ରାଉରକେଲା ଏସପି ପହଞ୍ଚିଛନ୍ତି । ବିସ୍ଫୋରକ ସାମଗ୍ରୀ ଲୁଟ୍‌ ହେବା ପରଠାରୁ ଲଗାତର ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଏପର୍ଯ୍ୟନ୍ତ ସମସ୍ତ ଲୁଟ୍ ସାମଗ୍ରୀକୁ ଉଦ୍ଧାର କରାଯାଇପାରିନାହିଁ । ଏହାରି ଭିତରେ ବାଙ୍କୋ ନିକଟରେ ଆଇଇଡି ବିସ୍ଫୋରଣ ହୋଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking