16.1 C
Bhubaneswar
Monday, January 12, 2026
Homeଓଡିଶାପିଲା ସ୍କୁଲ ନଗଲେ ଘରକୁ ଯିବେ ଶିକ୍ଷକ

ପିଲା ସ୍କୁଲ ନଗଲେ ଘରକୁ ଯିବେ ଶିକ୍ଷକ

ଭୁବନେଶ୍ୱର: ଡ୍ରପଆଉଟ୍ ଦୂର କରିବାକୁ ସରକାରଙ୍କ ପ୍ରୟାସ । ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ । ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଯିବେ ଶିକ୍ଷକ । କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୃପକ୍ଷ । ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking