ବେଆଇନ କ୍ଲିନିକ ସିଲ, ନକଲି ଡାକ୍ତର ଅଟକ
ମୁନିଗୁଡ଼ା :ଲୋକଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସାକୁ ନେଇ ଆକ୍ସନ ମୋଡ଼ରେ ଜିଲ୍ଲା ପ୍ରଶାସନ। କାଶୀପୁର ପରେ ଆଜି ମୁନିଗୁଡ଼ାରେ ଏକ ବେଆଇନ କ୍ଲିନିକ ସିଲ କରିଛି ପ୍ରଶାସନ। ରାୟଗଡା ଜିଲ୍ଲା ମୁନିଗୁଡା ପୁରୁଣା ବସ ଷ୍ଟାଣ୍ଡ ନିକଟରେ ବେଆଇନ ଭାବେ ଚାଲିଥିବା ଏକ ଘରୋଇ କ୍ଲିନିକକୁ ସିଲ କରିଛି ପ୍ରଶାସନ। ଆଜି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ମୁନିଗୁଡା ତହସିଲଦାର, ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଅଧିକାରୀ ଓ ଥାନାଧିକାରୀ ମିଳିତ ଭାବେ କ୍ଲିନିକ ଉପରେ ଚଢ଼ାଉ କରିଥିଲେ। ଚଢ଼ାଉ … Continue reading ବେଆଇନ କ୍ଲିନିକ ସିଲ, ନକଲି ଡାକ୍ତର ଅଟକ
Copy and paste this URL into your WordPress site to embed
Copy and paste this code into your site to embed