ଆଜି ଅପରାହ୍ନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ଆଉ କିଛିଟା ଦିନ ପରେ ଘୋଷଣା ହେବ ନିର୍ବାଚନ ତାରିଖ। ଏନେଇ ପ୍ରାୟ ସବୁ ଦଳ ନିଜ ନିଜ ସଂଗଠନ ସଜାଡ଼ିବାରେ ଲାଗିପଡ଼ିଛନ୍ତି । ତେବେ ଏହାରି ଭିତରେ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବ । ଆଜି ଅପରାହ୍ନ ୩ଟାରେ ବିଜୁ ଜନତା ଦଳର ବୈଠକ ବସିବ । ଏନେଇ ଦଳର ବରିଷ୍ଠ ନେତାଙ୍କୁ ନବୀନ ନିବାସ ଆସିବାକୁ କୁହାଯାଇଛି । ଏହି ବୈଠକରେ ଆଗାମୀ ନିର୍ବାଚନ … Continue reading ଆଜି ଅପରାହ୍ନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ