38.3 C
Bhubaneswar
Saturday, June 20, 2026
Homeଓଡିଶାଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ଏହି କ୍ୟାବିନେଟ ବୈଠକରେ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଏବଂ ସଚିବମାନେ ଯୋଗ ଦେବେ ବୋଲି ଜଣାଯାଇଛି।ଆସନ୍ତା ୧୩ ତାରିଖରୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking