27.1 C
Bhubaneswar
Wednesday, April 1, 2026
Homeଓଡିଶାଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ଅପରାହ୍ନ ୩.୩୦ ମିନିଟରେ ଲୋକସେବା ଭବନରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ରେରା ଆଇନ ସହ ଜଡ଼ିତ ୫ଟି ବିଷୟ ବସ୍ତୁକୁ ନେଇ ବୈଠକରେ  ଆଲୋଚନା ହେବ। ଏଥିରେ ନଗର ଉନ୍ନୟନ ବିଭାଗ, ରାଜସ୍ୱ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ସମେତ ଓରେରା, ବିଡ଼ିଏ, ବିଏମସି, ଟାଉନ ପ୍ଲାନିଂ, ୱାଟକୋ ଭଳି ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେବେ ବୋଲି ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking