27.1 C
Bhubaneswar
Saturday, October 19, 2024
Homeଓଡିଶାଘଷିପୁରାରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ

ଘଷିପୁରାରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ

ଭୁବନେଶ୍ୱର : ଏପ୍ରିଲ ୧୯ରେ ଆରମ୍ଭ ହୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ।ଜି ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା ଓ ଫଳାଫଳ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଛି । ଘଷିପୁରାରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ । ପ୍ରଥମ ରାଉଣ୍ଡ ସୁଦ୍ଧା ୭୮୯ ଭୋଟରେ ଆଗୁଆ ଅଛନ୍ତି । ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ୨ ହଜାର ୯୪୪ ଭୋଟ୍ । ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କୁ ୨ ହଜାର ୧୫୫ ଭୋଟ୍ ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking