29.1 C
Bhubaneswar
Thursday, April 25, 2024
Homeକରୋନାଭାରତରେ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି । ୧୮୨ ଦେଶକୁ ବ୍ୟାପିଲାଣି ମହାମାରୀ କରୋନା । ଶୁକ୍ରବାର ସୁଦ୍ଧା ଏହା ୨୦୬ରେ ପହଞ୍ଚିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଭାରତରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି । ରାଜସ୍ଥାନର ଜୟପୁରର ଫୋର୍ଟିସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ୭୨ ବର୍ଷୀୟ ଇଟାଲୀ ନାଗରିକଙ୍କ ମୃତ୍ୟୁ ହୋଇଛି । ସେ ପୂର୍ବରୁ କରୋନା ସଂକ୍ରମିତ ହୋଇ ଆରୋଗ୍ୟ ଲାଭ କରିଥିଲେ ମଧ୍ୟ ପୁଣି ଥରେ ସେ ଅସୁସ୍ଥ ହୋଇ ମୃତ୍ୟୁବରଣ କରିଛନ୍ତି ।
https://onakhabar.com/2020/03/20/corona-infected-indian-dies-in-iran/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking